ଓଡିଶା

୨୦୨୩କୁ ଆନ୍ତର୍ଜାତୀୟ ମିଲେଟ୍ ବର୍ଷ ଭାବେ ଘୋଷଣା କଲେ ମିଳିତ ଜାତିସଂଘ । ପ୍ରଥମ ମାଣ୍ଡିଆ ଦିବସ ମହାସମାରୋହରେ ପାଳିତ

ଗଜପତି: ଗଜପତିରେ ଜିଲ୍ଲାସ୍ତରୀୟ ପ୍ରଥମ ମାଣ୍ଡିଆ ଦିବସ ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପ ପାରଳାଖେମୁଣ୍ଡିରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ । ଗଜପତି ଜିଲ୍ଲାରେ ମାଣ୍ଡିଆ ଚାଷ ଏକ ଅର୍ଥକାରୀ ଫସଲ । ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଉଦ୍ଦେଶ୍ୟରେ ମାର୍ଗଶୀର ମାସ ପ୍ରଥମ ଗୁରୁବାରକୁ ରାଜ୍ୟରେ ମାଣ୍ଡିଆ ଦିବସ ଭାବେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି […]