ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରୱଣେ ହୋଇପାରନ୍ତି ନୂଆ ସିଡିଏସ୍
ହେଲିକପ୍ଟର ଦୁର୍ଘଟଣାରେ ଦେଶର ପ୍ରଥମ ସିଡିଏସ ଜେନେରାଲ ବିପିନ ରାୱତଙ୍କ ପରଲୋକ ହେବା ପରେ ଏବେ ନୂଆ ସିଡିଏସ କିଏ ହେବେ ସେ ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା । ଗତ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ସୁରକ୍ଷା କମିଟି ବୈଠକରେ ଏ ସଂପର୍କରେ ଆଲୋଚନା ହୋଇଛି ଏବଂ ଖୁବ୍ଶୀଘ୍ର ସିଡିଏସ ପଦ ପାଇଁ ନାମ ଘୋଷଣା ହେବ ବୋଲି ଜଣାପଡ଼ିଛି । ବିପିନ ରାୱତଙ୍କ ମୃତ୍ୟୁ ପରେ ସେନା ମୁଖ୍ୟ ମନୋଜ ମୁକୁନ୍ଦ […]