କ୍ରୀଡା ଦେଶ ବିଦେଶ

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର…

ବ୍ୟୁରୋ ରିପୋର୍ଟ, (ଏଫ୍ ଟୁ ଏସ୍) : ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର । ସେ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ପଦକ ଜିତିଛନ୍ତି । ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ବ୍ରୋଞ୍ଜ ପଦକ ହାତେଇଛନ୍ତି ମନୁ । ସେ ୨୨୧.୭ ପଏଣ୍ଟ ସ୍କୋର କରି ଏପରି ସଫଳତା ହାସଲ କରିଛନ୍ତି । ଏହି ଐତିହାସିକ ସଫଳତା ପାଇଁ ମନୁ ଭାକରଙ୍କୁ ଭାରତର […]