ଓଡିଶା

ଦଶମ ଶ୍ରେଣୀ ପରୀକ୍ଷାରେ ସର୍ବୋଚ୍ଚ ନମ୍ବର ରଖି ହିନ୍ଦୋଳ ପାଇଁ ଗୌରବ ଆଣିଲେ ଭବିଷ୍…

ହିନ୍ଦୋଳ, ୦୧/୦୬ : ଚଳିତ ବର୍ଷ ପ୍ରକାଶିତ ଦଶମ ଶ୍ରେଣୀ ପରୀକ୍ଷାରେ ହିନ୍ଦୋଳ ଉପଖଣ୍ଡରେ ସର୍ବୋଚ୍ଚ ନମ୍ବର ରଖିଛନ୍ତି ହିନ୍ଦୋଳ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର ଭବିଷ୍ ରଞ୍ଜନ ମହାନ୍ତି । ଭବିଷ୍ ହିନ୍ଦୋଳ ଉପଖଣ୍ଡ ତଥା ବିଦ୍ୟାଳୟ ପାଇଁ ଗୌରବ ଆଣି ଦେଇଥିବାରୁ ସବୁ ମହଲରୁ ତାଙ୍କୁ ସ୍ୱାଗତ ଓ ଅଭିନନ୍ଦନର ସୁଅ ଛୁଟୁଛି । ଭବିଷ୍ ୨୦୨୪ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ସମୁଦାୟ ୬୦୦ ନମ୍ବରରୁ ୫୫୦ ନମ୍ବର (୯୨%) ରଖି କୃତିତ୍ୱ […]

ଓଡିଶା

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ଛାତ୍ରୀଙ୍କ ପାସ୍‌ ହାର ୯୭.୦୫%

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି । ଏଥର ପାସ୍ ହାର ୯୬.୪% ରହିଥିବାବେଳେ ଛାତ୍ରୀ ବାଜିମାତ କରିଛନ୍ତି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ […]

ଓଡିଶା

ସରିଲା ମାତୃଭାଷା ପରୀକ୍ଷା

ବେଗୁନିଆପଡା (ବାପୁନି କୁମାର ମାଲୁ): ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ମାଟ୍ରିକ ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୦ଟାରେ ସରିଛି । ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଜନତା ନୋଡାଲ୍ ଉଚ୍ଚ ବିଦ୍ୟାଳୟରେ ଶାନ୍ତି ଶୃଙ୍ଖଳାର ସହ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ୪ ଟି ବିଦ୍ୟାଳୟରୁ ମୋଟ ୨୫୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା […]

ଓଡିଶା

ଏପ୍ରିଲ ୨୯ରେ ହେବ ମାଟ୍ରିକ ପରୀକ୍ଷା, କେମିତି ହେବ ମୂଲ୍ୟାୟନ ଦେଖନ୍ତୁ…

ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା କଲେ ରାଜ୍ୟ ସରକାର । ଏପ୍ରିଲ ୨୯ରୁ ମେ’ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା । ସମ୍ମେଟିଭ୍‌ ଆସେସମେଣ୍ଟ-୨ ପରୀକ୍ଷା ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ । ଯଥାସମ୍ଭବ ପରୀକ୍ଷା ନିଜ ସ୍କୁଲରେ କରାଯିବ । ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁଲ ଶିକ୍ଷକ ନିଯୁକ୍ତ ହେବେ । ସେହିପରି ନିଜ ସ୍କୁଲରେ ପରୀକ୍ଷା ନ ହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ । ଏ ନେଇ ମାଧ୍ୟମିକ ସ୍କୁଲ […]