ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । ଛାତ୍ରୀଙ୍କ ପାସ୍ ହାର ୯୭.୦୫%
ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି । ଏଥର ପାସ୍ ହାର ୯୬.୪% ରହିଥିବାବେଳେ ଛାତ୍ରୀ ବାଜିମାତ କରିଛନ୍ତି । ଚଳିତ ବର୍ଷ ମୋଟ ୫ ଲକ୍ଷ ୨୭ ହଜାର ୩୭୪ ଜଣ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫ ଲକ୍ଷ ୧୬ ହଜାର ୪୩୫ ଜଣ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ […]