ଓଡିଶା

ମିଡ଼ିଆ ଫୋରମ୍ କର୍ମକର୍ତ୍ତାଙ୍କ ବୃକ୍ଷରୋପଣ କାର୍ଯ୍ୟକ୍ରମ…

କନ୍ଧମାଳ, (ଏଫ୍ଟୁଏସ୍) : କନ୍ଧମାଳ ଜିଲ୍ଲା ମିଡ଼ିଆ ଫୋରମ୍ ପକ୍ଷରୁ ସଭାପତି ଡଃ ସୂର୍ଯ୍ୟ ନାରାୟଣ ବେହେରାଙ୍କ ନେତୃତ୍ୱରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ କନ୍ଧମାଳ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ କୁମାର ପଟେଲ ଯୋଗ ଦେଇ ବିଶେଷ କରି ମାଦିକୁନ୍ଦା ଛକଠାରେ ଏବଂ ୧୨ ନମ୍ବର ୱାର୍ଡର ନଦୀ କୂଳରେ ଥିବା ପଠା ଉପରେ ବୃକ୍ଷ ରୋପଣ ହେଉଥିବାରୁ ଫୋରମର ସମସ୍ତ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେବା ସହ ବୃକ୍ଷ ରୋପଣର ଉଦେ୍ଦଶ୍ୟ ଓ […]

ଓଡିଶା

ସ୍ୱର୍ଗତ କ୍ୟାମେରା ମ୍ୟାନ ଦୁଃଖୀ ଶ୍ୟାମ ପ୍ରଧାନଙ୍କୁ ମିଡ଼ିଆ ଫୋରମ୍ ପକ୍ଷରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି…

କନ୍ଧମାଳ, (ଏଫ୍ଟୁଏସ୍/ କୁନା ଦିଗାଲ) : କନ୍ଧମାଳ ଜିଲ୍ଲା ମିଡିଆ ଫୋରମ ପକ୍ଷରୁ ସ୍ୱର୍ଗତ ବରିଷ୍ଠ କ୍ୟାମେରା ମ୍ୟାନ ଦୁଃଖୀ ଶ୍ୟାମ ପ୍ରଧାନଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଜିଲ୍ଲା ପ୍ରେସ କ୍ଲବରେ ଏକ ଶୋକସଭା ଆୟୋଜିତ ହୋଇଯାଇଛି । ସର୍ବପ୍ରଥମେ ସମ୍ପାଦକ ଶିବ ବିଶ୍ୱାଳ ଉପସ୍ଥିତ ସମସ୍ତ ସଦସ୍ୟଙ୍କୁ ସ୍ୱାଗତ କରିବା ସହ ସଭାପତି ସୂର୍ଯ୍ୟ ନାରାୟଣ ବେହେରାଙ୍କୁ ସଭା ପରିଚାଳନା କରିବା ପାଇଁ ଅନୁରୋଧ କରିଥିଲେ । ସଭାପତି ଅନୁରୋଧ କ୍ରମେ ସ୍ୱର୍ଗତ ଦୁଃଖୀ ଭାଇଙ୍କ […]