ଫାଇଲେରିଆ ନିରାକରଣ ଓ ହାଇଡ୍ରୋସିଲ୍ ଅସ୍ତ୍ରୋପଚାର ଶିବିର ଅନୁଷ୍ଠିତ…
ଢେଙ୍କାନାଳ, (ଏଫ୍ଟୁଏସ୍/ ସୁଜିତ୍ କୁମାର ବେହେରା) : ହିନ୍ଦୋଳ ଉପଖଣ୍ଡ ଡାକ୍ତରଖନା ପରିସରରେ ଏକ ଫାଇଲେରିଆ ରୋଗ ନିରାକରଣ ଓ ହାଇଡ୍ରୋସିଲ ରୋଗୀଙ୍କ ଅସ୍ତ୍ରୋପଚାର ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟର ମୁଖ୍ୟ ଚିକିତ୍ସାଧିକାରୀ ଡ଼ାକ୍ତର ସୁଧାଂଶୁ ଶେଖର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ସ୍ୱାସ୍ଥ୍ୟ ଶିବିରରେ ଡା ସୁଧାଂଶୁ ମିଶ୍ର ଓ ଜିଲ୍ଲା ମୁଖ୍ୟଚିକିତ୍ସାଳୟର ହେକ୍ଟରରୋଗ ବାହିତ ଚିକିତ୍ସାଧିକାରୀ ଡା ହିମାଂଶୁ ହେମ୍ବ୍ରମଙ୍କ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା ହୋଇଥିବାବେଳେ ୧୦ଜଣ […]