ଆଜି ୧୫ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି…
ବ୍ୟୁରୋ ରିପୋର୍ଟ : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ବ୍ୟାପିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର […]