ପଶ୍ଚିମା ଝଡ ପ୍ରଭାବ, ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ
ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଛି । ରାଜ୍ୟରେ ଆଉ ୨ଦିନ ପଶ୍ଚିମା ଝଡ଼ ପ୍ରଭାବ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, କଟକ, କେନ୍ଦୁଝର, ଭଦ୍ରକ, ଯାଜପୁର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, […]