ଓଡିଶା

ଆଜି ୧୫ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି…

ବ୍ୟୁରୋ ରିପୋର୍ଟ : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ବ୍ୟାପିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର […]

ଓଡିଶା

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଛେଚିବ ବର୍ଷା !

ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ।  ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ […]

ଓଡିଶା

ରାଜ୍ୟରେ ଜାରି ରହିଛି ଲଘୁଚାପ ପ୍ରଭାବ । ତଥାପି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ…

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ଆଉ […]

ଓଡିଶା

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି, କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି…

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି । ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ପାଗରେ ପରିବର୍ତ୍ତନ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଏପରିକି ଘରୁ ବାହାରିବା […]

ଓଡିଶା ଦେଶ ବିଦେଶ

ଡିସେମ୍ବର ୧ରେ ବାତ୍ୟା ସମ୍ଭାବନା; ଓଡିଶାକୁ ନାହିଁ ଭୟ

ବ୍ୟୁରୋ ରିପୋର୍ଟ, ୨୯/୧୧ : ଉତର ଆଣ୍ଡାମାନ ସାଗର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ-ଉତର ପଶ୍ଚିମ ଦିଗରେ ଗତି କରିବା ସହ ଆହୁରୀ ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ପାଶ୍ୱର୍ବର୍ତୀ ଅଂଚଳରେ ୩୦ ତାରିଖ ଆଡ଼କୁ ଅବପାତରେ ପରିଣତ ହେବ । ଏହାର ୪୮ ଘଂଟା ମଧ୍ୟରେ ତାହା ବାତ୍ୟାରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହାର […]

ଓଡିଶା ଟ୍ରେଣ୍ଟିଂ

ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ବଢିପାରେ ବର୍ଷାର ପରିମାଣ…

ଭୁବନେଶ୍ବର : ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା କାରଣରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏହି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି । ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ […]

ଓଡିଶା

ଭୁବନେଶ୍ବରରେ ଅଗ୍ନିବର୍ଷା । ୪୪ ଡିଗ୍ରୀ ଉପରେ ରହିଛି ତାପମାତ୍ରା

ଭୁବନେଶ୍ବର : ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଅସହ୍ୟ ଗରମରେ ଆଉଟୁପାଉଟୁ ହେଉଛନ୍ତି ମଣିଷଠାରୁ ପଶୁପକ୍ଷୀ । ଦିନ ୧୦ ଟା ବାଜିଲେ ରାସ୍ତାଘାଟ ଶୂନଶାନ ହେଇଯାଉଛି । ରାଜଧାନୀରେ ଅଗ୍ନିବର୍ଷା ହେଉଛି । ଘରୁ ବାହାରିବାକୁ ଭୟ କରୁଛନ୍ତି ଲୋକେ । ଆଉ ଏହାରି ଭିତରେ ବିଜୁଳି କାଟ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ଏମିତି ତାପମାତ୍ରା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡିଛି […]

ଓଡିଶା

ପଶ୍ଚିମା ଝଡ ପ୍ରଭାବ, ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ଆଜି ଭୋରରୁ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ପବନ ହୋଇଛି । ରାଜ୍ୟରେ ଆଉ ୨ଦିନ ପଶ୍ଚିମା ଝଡ଼ ପ୍ରଭାବ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲା ଗୁଡିକ ହେଉଛି ଖୋର୍ଦ୍ଧା, କଟକ, କେନ୍ଦୁଝର, ଭଦ୍ରକ, ଯାଜପୁର, କନ୍ଧମାଳ, ବୌଦ୍ଧ, ଅନୁଗୁଳ, […]

ଓଡିଶା

ମାଡି ଆସୁଛି ପଶ୍ଚିମା ଝଡ, ତାତିରୁ ମିଳିବ ନିସ୍ତାର

ଅସହ୍ୟ ତାତିରୁ ମିଳିବ ନିସ୍ତାର । ରାଜ୍ୟକୁ ଆସୁଛି ପଶ୍ଚିମା ଝଡ଼ । ବର୍ଷାରେ ଭିଜିବ ଉପାନ୍ତରୁ ଉପକୂଳ ପର୍ଯ୍ୟନ୍ତ ଅଞ୍ଚଳ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୧୫ ତାରିଖରୁ ସକ୍ରିୟ ହେବ ପଶ୍ଚିମା ଝଡ଼ । ଏହାର ପ୍ରଭାବରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, ଭଦ୍ରକ, ଢ଼େଙ୍କାନାଳ, ଗଜପତି ଓ କନ୍ଧମାଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୬ ତାରିଖରେ ୧୩ଟି […]

ଓଡିଶା

ଆଜିଠୁ ଉପକୂଳରେ ବର୍ଷାର ପ୍ରଭାବ

ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ଉପକୂଳରେ ବଢିବ ବର୍ଷାର ପ୍ରଭାବ । ଫଳରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରାଯାଇଛି । ସୃଷ୍ଟ ଘୂର୍ଣ୍ଣିବଳୟ ୧୦ ତାରିଖରେ ତାମିଲନାଡ଼ୁର ସ୍ଥଳଭାଗ ଛୁଇଁବ । ଏହାର ଗୋଟିଏ ଅଂଶ ୧୨ ତାରିଖରେ ଆରବ ସାଗରରେ ପହଞ୍ଚିବ । ୧୪ […]