ଓଡିଶା

ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ

କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ । ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ ଦୁର୍ନୀତି ମାମଲାରେ ମୋକିମଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ । ମୋକିମ୍‌ଙ୍କ ସହିତ ପୂର୍ବତନ ଆଇଏଏସ୍‌ ଅଫିସର ବିନୋଦ କୁମାର, କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାନ୍ତି ଓ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍‌ ଲେଖାଏଁ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ସେମାନଙ୍କୁ ଜେଲ […]