ଓଡିଶା

ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ । ଆକ୍ସନ ମୁଡରେ ବିଏମସି…

ଆକ୍ସନ ମୁଡରେ ବିଏମସି । ମାସକ ଭିତରେ ମୁକୁଳା ଡ୍ରେନ ଉପରେ ପଡ଼ିବ ସ୍ଲାବ । ସପ୍ତାହକ ଭିତରେ ସରିବ ଡ୍ରେନ ବାରିକେଡ୍ କାମ । ଭୁବନେଶ୍ୱର ୟୁନିଟ୍-୩ ସ୍ଥିତ ମସଜିଦ୍‌ କଲୋନୀରେ ଡ୍ରେନ ପାଣିରେ ଭାସି ଜଣେ ନାବାଳକର ମୃତ୍ୟୁ ପରେ କାର୍ଯ୍ୟ ତତ୍ପରତା ଦେଖାଇଛି ଭୁବନେଶ୍ୱର ମହାନଗର ନିଗମ । ଭୁବନେଶ୍ଵର ସହରରେ ମୋଟ ୧୮୦୦ କିଲୋମିଟର ଡ୍ରେନ ରହିଛି । ସେଥିରୁ ବିଏମସି ଅଧୀନରେ ୧୩୮୦ କିଲୋମିଟର ଡ୍ରେନ ରହିଛି । ଏହା ଭିତରେ ରହିଛି ୨୭ […]