ହାତ ଛାଡିଲେ, ପଦ୍ମ ଫିଙ୍ଗିଲେ । ଶେଷରେ ଶଙ୍ଖ ଫୁଙ୍କିଲେ..
ଗଜପତି : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ରମ୍ପା ଗ୍ରାମ ପଞ୍ଚାୟତର ରମ୍ପା ଗ୍ରାମର କଂଗ୍ରେସ ଓ ବିଜେପି ଦଳର ବହୁ କର୍ମୀ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶ ଓ ନୀତିରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି । ଏହି ଅବସରରେ ବରିଷ୍ଠ ନେତା ଡଃ.ତିରୁପତି ପାଣିଗ୍ରାହୀ, ଜିଲ୍ଲା ବିଜେଡ଼ି ସଭାପତି ଜଗବନ୍ଧୁ ଦାସ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି. ତିରୁପତି ରାଓ, ଜିଲ୍ଲା ଯୁବ ସଭାପତି ଏସ୍. ଲିଙ୍ଗରାଜ, […]