୧୭୨ କୋଟି ଟଙ୍କାର ମେଗା ପାନୀୟଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ
ବାଲିଆପାଳ ବ୍ଲକ ଅନ୍ତର୍ଗତ କୁଦମନସିଂ ଗ୍ରାମରେ ୧୭୨ କୋଟି ଟଙ୍କାର ମେଗା ପାନୀୟଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପଞ୍ଚାୟତରେ ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କରିଛନ୍ତି ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ । ଏହି ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେଲେ ବାଲିଆପାଳ ବ୍ଲକରେ ୨୧ ଟି ପଞ୍ଚାୟତର ୧୪୪ ଟି ଗ୍ରାମର ଗ୍ରାମବାସୀ ଉପକୃତ ହେବେ । ଉକ୍ତ ମେଗା ପ୍ରକଳ୍ପ ଭିତ୍ତିପ୍ରସ୍ତର ସ୍ଥାପନରେ RWSSର ଏସଡିଓ ଶେଷନାଗ ପ୍ରଧାନ, ଜେଇ ସଞ୍ଜୟ କୁମାର […]