ବିଶିଷ୍ଟ ସମାଜସେବୀ ମୁରଲୀଧର ରଥଙ୍କୁ ମିଳିଲା ସମର୍ପିତ ସେବା ସମ୍ମାନ
ଭୁବନେଶ୍ବର : ବିଶିଷ୍ଟ ସମାଜସେବୀ ଓ ବର୍ଷୀୟାନ ରାଜନୀତିଜ୍ଞ ମୁରଲୀଧର ରଥଙ୍କୁ ମିଳିଲା ସମର୍ପିତ ସେବା ସମ୍ମାନ । ଭୁବନେଶ୍ବରସ୍ଥିତ ଜୟଦେବ ଭବନରେ ସମର୍ପିତ ଓ ସେବା ସୋସିଆଲ ଫାଉଣ୍ଡେସନ ଟ୍ରଷ୍ଟର ଅଷ୍ଟମ ପ୍ରତିଷ୍ଠା ଦିବସ ଓ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ସୁଲତା ଦେଓ, ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଉତ୍ତର ବିଧାୟକ […]