ଓଡିଶା

ଆଜିଠାରୁ ଆରମ୍ଭ ‘ମୋ-ଘର’ ଯୋଜନାରେ ଆବେଦନ ପ୍ରକ୍ରିୟା

ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ‘ମୋ-ଘର’ ଯୋଜନାରେ ଆବେଦନ ପ୍ରକ୍ରିୟା ଆଜିଠାରୁ ଆରମ୍ଭ ହେଉଛି । ଯେଉଁମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍ ପଡିଥିବେ ସେମାନଙ୍କୁ ପକ୍କା ଘର ଯୋଗାଇ ଦେବା ଲକ୍ଷ୍ୟ ନେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଞ୍ଚାୟତ ବ୍ଲକ ଓ ମୋ- ସେବା କେନ୍ଦ୍ରରେ ହିତାଧିକାରୀ ଏ ନେଇ ଆବେଦନ କରିପାରିବେ । ଯେଉଁମାନେ ଆବେଦନ କରିବେ ସେମାନଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀ ଚୟନ କରାଯିବ । ଏହି ନୂଆ […]