ବିଭାଗୀୟ ଯନ୍ତ୍ରୀ ଏବଂ ଠିକାଦାରଙ୍କ ମଧୁଚନ୍ଦ୍ରିକାରେ ଚାଲିଛି ରାସ୍ତା ନିର୍ମାଣ…
ଦୀର୍ଘ ୨ ବର୍ଷ ପରେ ବି ସରିପାରୁନି ୭ କିଲୋମିଟର ରାସ୍ତା ସାଲେପୁର : କଟକ ଜିଲ୍ଲା ସାଲେପୁର ଗ୍ରାମ ଉନ୍ନୟନ ଉପଖଣ୍ଡ ଅନ୍ତର୍ଗତ ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ବିଭିନ୍ନ କଂକ୍ରିଟ ରାସ୍ତା, କଲଭଟ, ଗାର୍ଡୱାଲ ଏବଂ ପିଚୁ ସଡ଼କ ନିର୍ମାଣ କାର୍ଯ୍ୟ ଅତ୍ୟନ୍ତ ନିମ୍ନମାନର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି l ସବୁଠି ଧର୍ମକୁ ଆଖିଠାର ସଦୃଶ କାର୍ଯ୍ୟ ହେଉଥିବାବେଳ, ଠିକାଦାର ଏବଂ ବିଭାଗୀୟ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକାକୁ ସାଧାରଣରେ ତୀବ୍ର […]