ଓଡିଶା ଟ୍ରେଣ୍ଟିଂ ଦେଶ ବିଦେଶ

ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩୦୦ ମୁହାଁ, ଓଡିଶା ଆସିବେ ମୋଦି

ଆଜି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ପ୍ରଥମେ ଟ୍ରେନ୍‌ ଦୁର୍ଘଟଣା ସ୍ଥଳ ବାହାନଗାକୁ ଯାଇ ସେଠାରେ ସମୀକ୍ଷା କରିବେ । ଏହାପରେ ପ୍ରଧାନମନ୍ତ୍ରୀ ଗୁରୁତର ଚିକିତ୍ସିତଙ୍କୁ ଭେଟିବାକୁ କଟକ ଏସସିବି ମେଡିକାଲ କଲେଜକୁ ଯିବେ । ଏ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ସୂଚନା ମିଳିଛି । ବାହାନଗା ଦୁର୍ଘଟଣାରେ ଏବେଯାଏଁ ମୃତ୍ୟୁ ସଂଖ୍ୟା ୨୮୦ ଟପିଲାଣି । ୨ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିବାରୁ ଉଦ୍ଧାର କାର୍ୟ୍ୟରେ ସମସ୍ୟା ହେଉଛି […]