ଓଡିଶା

ମହାବିଦ୍ୟାଳୟର ୬୦ତମ ପ୍ରତିଷ୍ଠା ଦିବସରେ, ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ବାବଦରେ ଆଲୋଚନା

ଜଗତସିଂହପୁର (ରୀତା ସାହୁ): ଜଗତସିଂହପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ସ୍ୱୟଂଶାସିତ ମହାବିଦ୍ୟାଳୟର ୬୦ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସରକାରୀ ଦଳର ମୁଖ୍ୟ ସଚେତନ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ସାଂସଦ ଡା ରାଜଶ୍ରୀ ମଲିକ, କଲେଜର ଅଧ୍ୟକ୍ଷ ଵିଜୟ କୁମାର ପତି ପ୍ରମୁଖ ଯୋଗଦେଇ ମହାବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ବାବଦରେ ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ […]