ଚଳିତ ବର୍ଷ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ: ଆଇଏମ୍ଡି ଡିଜି
ଚଳିତ ବର୍ଷ ଜୁନ୍ ମାସରେ ଓଡ଼ିଶାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବ । ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବରେ ଅନୁମାନଠାରୁ ଅଧିକ ବର୍ଷା ହେବ । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି । ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ଜୁନ୍ ମାସରେ ସମଗ୍ର ଦେଶରେ ବର୍ଷା ସ୍ୱାଭାବିକ ରହିବ । ବିଶେଷତଃ ପଶ୍ଚିମ ଭାରତ, ଉତ୍ତର-ପଶ୍ଚିମ ଭାରତ, କେନ୍ଦ୍ରୀୟ ଭାରତ ଓ ଦକ୍ଷିଣ ଭାରତର ଉତ୍ତର ଭାଗରେ ସ୍ୱାଭାବିକ ଓ […]