ଦେଶ ବିଦେଶ

ବଢ଼ିଲା ମୁଦ୍ରା ଲୋନ୍‌ । ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା…

ବଢ଼ିଲା ମୁଦ୍ରା ଲୋନ୍‌ । ଚଳିତ ବଜେଟରେ ମୁଦ୍ରା ଲୋନକୁ ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରିବାକୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଏହି ଲୋନ୍‌ ପାଇପାରିବେ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । ମୁଦ୍ରା ଲୋନ ଏକ ସରକାରୀ ଯୋଜନା । ଯେଉଁ ମାଧ୍ୟମରେ ଉଦ୍ଦ୍ୟୋଗୀମାନଙ୍କୁ ଋଣ ପ୍ରଦାନ କରାଯାଇଥାଏ । ଏହା ଅଧୀନରେ ୩ଟି ଶ୍ରେଣୀ ରହିଛି । ଶିଶୁ( ୫୦ ହଜାର ଟଙ୍କା), […]