ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରେ ବଢିଛି ଶିକ୍ଷାର ମାନ…
ଜଗତସିଂହପୁର, (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖସ୍ଥ ପଡ଼ିଆରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ନିରଞ୍ଜନ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାରୋହରେ ଅତିଥି ଭାବେ ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ଜିଲ୍ଲା ପରିଷଦ ସଭାପତି ମନୋଜ କୁମାର ଭୋଇ, ଜିଲ୍ଲାପାଳ ପାରୁଲ ପଟୱାରୀ ପ୍ରମୁଖ ଯୋଗଦେଇ ଶିକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା […]