ବେଗୁନିଆପଡା ବ୍ଲକରେ ସ୍ୱଚ୍ଛତା ହିଁ ସେବା ଦିବସ ପାଳିତ…
ବେଗୁନିଆପଡା, (ଏଫ୍ଟୁଏସ୍/ ବାପୁନି କୁମାର ମାଲୁ) : ପରିବେଶକୁ ସରସ ସୁନ୍ଦର ଏବଂ ସଫା ରଖିବା ପାଇଁ ବେଗୁନିଆପଡା ବ୍ଲକରେ ସ୍ୱଚ୍ଛତା ହିଁ ସେବା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ବେଗୁନିଆପଡା ବ୍ଲକ ପାନୀୟଜଳ ଓ ପରିମଳ ବିଭାଗ ସହକାରୀ ଯନ୍ତ୍ରୀ ମମତା ପଣ୍ଡାଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଜ୍ଞା ପ୍ରିୟଦର୍ଶିନୀ ଯୋଗଦେଇ ସ୍ୱଚ୍ଛତା ହିଁ ଜୀବନ, ସ୍ୱଚ୍ଛ ରହିଲେ ନିଜେ ନିରୋଗ ହେବା ସହ ଏକ ସୁସ୍ଥ ସମାଜ ଗଠନ […]