୨୦ ହଜାର ୨୮୬ ଭୋଟ ବ୍ୟବଧାନରେ ବିଜୟ ମୁକୁଟ ପିନ୍ଧିଲେ ବ୍ରହ୍ମପୁର ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ
ବ୍ରହ୍ମପୁର ମହାନଗର ନିଗମରେ ବାଜିଲା ଶଙ୍ଖ । ବିଜେଡି ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ବିଜୟୀ । ବିଜେଡି ପ୍ରାର୍ଥୀ ସଂଘମିତ୍ରା ଦଳେଇ ୨୦ ହଜାର ୨୮୬ ଭୋଟ ବ୍ୟବଧାନରେ ବିଜୟ ମୁକୁଟ ପିନ୍ଧିଛନ୍ତି । ବିଜେପିର ସବିତା ସୁଆର ଓ କଂଗ୍ରେସର ମଞ୍ଜୁ ରଥଙ୍କୁ ହରାଇ ମେୟର ପଦ ହାତେଇବାରେ ସକ୍ଷମ ହୋଇଛନ୍ତି ସଂଘମିତ୍ରା । ବିଜୟ ପରେ ବ୍ରହ୍ମପୁର ମେୟର ପ୍ରାର୍ଥୀ ସଂଘମିତ୍ରା ଦଳେଇ ସମସ୍ତ ସଫଳତାର ଶ୍ରେୟ ମୁଖ୍ୟମନ୍ତ୍ରୀ ଏବଂ ବିଜେଡିକୁ ଦେଇଛନ୍ତି […]