ମାଡାମ୍ ପ୍ରେସିଡେଣ୍ଟ ଭାବେ ଶପଥ ନେଲେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ
ଦେଶର ପ୍ରଥମ ନାଗରିକ ଭାବେ ଶପଥ ନେଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ମୟୂରଭଞ୍ଜର ଉପରବେଡା ଭଳି ଗୋଟିଏ ଛୋଟିଆ ଗାଁରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ମୁର୍ମୁ ଏବେ ମାଡାମ୍ ପ୍ରେସିଡେଣ୍ଟ ହୋଇଛନ୍ତି । ଆଜି ସେ ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସି ଏନ୍.ଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଛନ୍ତି । ପ୍ରଥମ ଆଦିବାସୀ ମହିଳା ଓ ପ୍ରଥମ […]