ଓଡିଶା କ୍ରୀଡା

ଜରଡାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ନବପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ ଜରଡାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ଇତିଶ କୁମାର ବରାଳଙ୍କ ପୌରହିତ୍ୟରେ ଅନୁଷ୍ଠିତ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ ଜରଡା ସରପଞ୍ଚ ଜ୍ଞାନରଞ୍ଜନ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀ କିଭଳି କ୍ରୀଡାକୁ ସମାଜ କଲ୍ୟାଣରେ ବିନିଯୋଗ କରି ନିଜର ଉଜ୍ଜ୍ବଳ ଭବିଷ୍ୟତ ଗଠନ କରିବେ ସେ ନେଇ ପରାମର୍ଶ ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ […]