ଜଗତସିଂହପୁର ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁର୍ମୀନାଶକ ଦିବସ ପାଳିତ…
ଜଗତସିଂହପୁର, (ଏଫ୍ଟୁଏସ୍/ ରୀତା ସାହୁ) : ଜଗତସିଂହପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସମ୍ବିତ ରାଉତ ମୁଖ୍ୟ ଅତିଥିଭାବେ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରୀମାନଙ୍କୁ କୃମିନାଶକ ବଟିକା ବଣ୍ଟନ କରିଥିଲେ । ସ୍ୱାସ୍ଥ ହିଁ ସମ୍ପଦ, ଏଣୁ ଏହି କୃମିନାଶକ କାର୍ଯ୍ୟକ୍ରମ ଆମ ସ୍ୱାସ୍ଥ ସମ୍ପଦର ଏକ ଅଂଶ ବିଶେଷ । ଏଣୁ କୃମି ସଂକ୍ରମିତ ନ […]