ଓଡିଶା

ଗତ ୨୦ ବର୍ଷ ମଧ୍ୟରେ ଗଣମାଧ୍ୟମର କ୍ରମବିକାଶ ଘଟିଛି – ମେୟର

ଭୁବନେଶ୍ୱର, ୧୭/୧୧ (ଅଭିଜିତ୍ ସିଂ) : ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଜାତୀୟ ଗଣମାଧ୍ୟମ ଦିବସ ପାଳିତ ହୋଇଯାଇଛି । ବିଏମ୍ସି ମୁଖ୍ୟାଳୟସ୍ଥିତ ଏକାମ୍ର ହଲରେ ଏହି ଉପଲକ୍ଷେ ଆୟୋଜିତ ସଭାରେ ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ ଅଧ୍ୟକ୍ଷତା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଶ୍ରୀ ବିରଂଚି ନାରାୟଣ ମହାସୂପକାର, ଅତିରିକ୍ତ କମିଶନର ଶ୍ରୀ ଶୁଭେନ୍ଦୁ କୁମାର ସାହୁଙ୍କ ସମେତ କର୍ପୋରେଟରମାନେ ମଂଚାସୀନ ଥିଲେ ।ଜାତୀୟ ଗଣମାଧ୍ୟମ ଦିବସ ଅବସରରେ […]

ଓଡିଶା

ପାରଳାଖେମୁଣ୍ଡିରେ ଜିଲ୍ଲାସ୍ତରୀୟ ଜାତୀୟ ସାମ୍ବାଦିକ ଦିବସ ପାଳିତ…

ଗଜପତି, ୧୭/୧୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ପାରଳଖେମୁଣ୍ଡି ସଦର ମହକୁମାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦାନ କରି ନିଜ ବକ୍ତବ୍ୟରେ ଜଣାଇଥିଲେ ଯେ, ଗଜପତି ଜିଲ୍ଲାର ସାମ୍ବାଦିକ ଗଣ ଜିଲ୍ଲାର ଅପହଂଚ ଅଂଚଳର ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ବିଭିନ୍ନ ଖବର ସଂଗ୍ରହ […]

ଓଡିଶା

ପ୍ରାଣୀ ସମ୍ପଦର ବିକାଶ ରାଜ୍ୟର ଆର୍ଥିକ ସମ୍ବଳ ଅଭିବୃଦ୍ଧିରେ ସହାୟକ

ଜଗତସିଂହପୁର, ୧୭/୧୧ (ରୀତା ସାହୁ) : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଜଗତସିଂହପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ପଡିଆଠାରେ ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୩ ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଟ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ମେଳାକୁ ଉଦ୍ଘାଟନ କରିଥିଲେ । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ […]

ଓଡିଶା

ଓଡ଼ାପଡ଼ା ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ସାମ୍ବାଦିକ ଦିବସ ପାଳିତ…

ଓଡ଼ାପଡ଼ା, ୧୭/୧୧ (ଗୋପବନ୍ଧୁ ବାରିକ) : ଓଡ଼ାପଡ଼ା ସାମ୍ବାଦିକ ସଂଘ ପକ୍ଷରୁ ହିଦୋଳ ରୋଡ ସ୍ଥିତ ସଂଘ କାର୍ଯ୍ୟାଳୟରେ ଜାତୀୟ ସାମ୍ବାଦିକ ଦିବସ ପାଳିତ ହୋଇଯାଇଛି । ସଂଘ ସଭାପତି ରବିନାରାୟଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଓଡ଼ାପଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅମିୟ କେତନ ସ୍ୱାଇଁ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ରୂପେ ଶିକ୍ଷାବିତ୍ ରାମଚନ୍ଦ୍ର କରଣ ଓ ସୁକାନ୍ତ ଚରଣ ମାଝି ଯୋଗ ଦେଇଥିଲେ । ଏହି ଅବସରରେ ଉପସ୍ଥିତ […]