ଓଡିଶା

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ

ଜଟଣୀ ୧୮/୧୧ (ପ୍ରଶାନ୍ତ କୁମାର ସାହୁ) : ଜାତୀୟ ପ୍ରେସ ଦିବସ ଅବସରରେ ଉତ୍କଳ ସାମ୍ବାଦିକ ପକ୍ଷରୁ ସ୍ଥାନୀୟ ବନମାଳି ଶତପଥୀ ପାଠାଗାର ପରିସରରେ ଜିଲ୍ଲା ସଭାପତି ପ୍ରଭାତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି ସଭାରେ ଅନ୍ୟତମ ଅତିଥି ଭାବେ ବରିଷ୍ଠ ଆଇନଜୀବୀ ତଥା ପୂର୍ବତନ ଗଣମାଧ୍ୟମ ପ୍ରତିନିଧି ଉମାଶଙ୍କର ମିଶ୍ର ଯୋଗ ଦେଇଥିଲେ । ଜଣେ ସାମ୍ବାଦିକ ଏକ ଧାରରେ ଜଣେ ସ୍ୱେଚ୍ଛାସେବୀ, ଏଣୁ ପ୍ରତ୍ୟେକଙ୍କୁ ଜଣେ ଜଣେ ଯୋଦ୍ଧା ହୋଇ […]

ଓଡିଶା

କୃତିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ ଶୀର୍ଷକ ଉପରେ ଆଲୋଚନା…

ଜଗତସିଂହପୁର, ୧୬ ନଭେମ୍ବର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ, ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ […]