ଜିଲ୍ଳା ପ୍ରଶାସନ ତରଫରୁ ଆମ ଓଡିଶା ନବୀନ ଓଡିଶା, ଝୋଟ ବ୍ୟାଗ ପ୍ରଦାନ…
ଗଜପତି, ୧୦/୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୌରପରିଷଦର ୱାର୍ଡ ନଂ-୧ ଓମ୍ ଶାନ୍ତି କୋଲୋନୀଠାରେ ଝୋଟ ତିଆରି ବ୍ୟାଗ ପ୍ରଦାନର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଜିଲ୍ଲାର ପ୍ରତ୍ୟେକ ହିତାଧିକାରୀ ପରିବାର ଲୋକଙ୍କୁ ୨ ଗୋଟି ଲେଖାଏଁ ୨୦ କେଜି ଓ ୧୦ କେଜି ଝୋଟ ବ୍ୟାଗ ପ୍ରଦାନ କରାଯାଇଛି । ଏହାର ଉଦେ୍ଦଶ୍ୟ ଆମ ସାହି, ଆମ ସହର, […]