ଓଡିଶା

ରାଜ୍ୟ ସରକାରଙ୍କ ସମବାୟ ସମିତି ହସ୍ତକ୍ଷେପରେ ଚାଷୀ ହେଉଛନ୍ତି ଉପକୃତ

ସାଲେପୁର : ରାଜ୍ୟ ସରକାରଙ୍କ ପକ୍ଷରୁ ୭0 ତମ ସର୍ବଭାରତୀୟ ସମବାୟ ସପ୍ତାହ ପାଳନ ଅବସରରେ, ମାହାଙ୍ଗା ବ୍ଲକ କୁଣ୍ଡି ସେବା ସମବାୟ ସମିତି ପ୍ରାଙ୍ଗଣରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କୃଷି ଓ କୃଷକମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ସମବାୟ ସମିତି ଜରିଆରେ ଅନେକ ବିକାଶ ମୂଳକ କାର୍ଯ୍ୟ ହାତକୁ ନେଇଥିବା ବେଳେ, ଏହା ଦ୍ୱାରା ଗ୍ରାମାଞ୍ଚଳର ଚାଷୀମାନେ ବେଶ ଉପକୃତ ହୋଇପାରୁଛନ୍ତି ବୋଲି ଆଲୋଚନାରେ ମତ ପ୍ରକାଶ ପାଇଥିଲା l […]

ଓଡିଶା

ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ଅନୁଷ୍ଠିତ…

ଜଗତସିଂହପୁର : ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ୮ଟି ବ୍ଲକରେ ଅନୁଷ୍ଠିତ ହୋଇଯାଇଛି । ଜଗତସିଂହପୁର ଜିଲ୍ଲାର ସମସ୍ତ ବ୍ଲକରେ ମେଡିକାଲ, ବିଦ୍ୟାଳୟ, ମଠ, ମନ୍ଦିର, କମ୍ୟୁନିଟି ସେଣ୍ଟର ଆଦି ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ୯୯ କୋଟି ଟଙ୍କା ବ୍ୟୟରେ ୨ ହଜାର ୯୨୨ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସଦର ବ୍ଲକ ପକ୍ଷରୁ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର […]