୭୨ ଟି ବିଧାନସଭା ଓ ୯ ଟି ଲୋକସଭା ଆସନ ପାଇଁ ହେଲା ପ୍ରାର୍ଥୀ ଘୋଷଣା…
ଆଜି ପ୍ରକାଶ ପାଇଛି ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା । ବିଧାନସଭା ସହ ଲୋକସଭା ପାଇଁ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସମ୍ବଲପୁରରୁ ପ୍ରଣବ ପ୍ରକାଶ ଦାସ, ସୁନ୍ଦରଗଡ଼ରୁ ଦିଲ୍ଲୀପ ତିର୍କୀ, ମୟୂରଭଞ୍ଜରୁ ସୁଦାମ ମାର୍ଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ କୁମାର ମାଝୀ, ଭୁବନେଶ୍ୱରରୁ ମନ୍ମଥ ରାଉତରାୟ, କୋରାପୁଟରୁ କୌଶଲ୍ୟା ହିକକା, ଆସିକାରୁ ରଞ୍ଜିତା ସାହୁଙ୍କୁ ମିଶାଇ ମୋଟ ୯ଟି ଲୋକସଭା ଆସନ […]