ଦାଣ୍ଡିଆ ସହିତ ରୋମାଞ୍ଚକର ଅନୁଭୂତି ଦେବ ପୁରୀର ୱାଣ୍ଡର ୱାର୍ଲ୍ଡ ୱାଟର ପାର୍କ ।
ଭୁବନେଶ୍ୱର : ଓଡିଶାର ସର୍ବବୃହତ୍ ଓ୍ବାଟର ପାର୍କ ୱାଣ୍ଡର ୱାର୍ଲ୍ଡ ୱାଟର ପାର୍କ ଏବଂ ରିସର୍ଟ, ମାଳତିପାଟପୁର, ପୁରୀଠାରେ ପାଞ୍ଚ ଦିନ ପାଇଁ ଦାଣ୍ଡିଆ ଅନୁଷ୍ଠିତ ହେବ । ଓ୍ବାଣ୍ଡର୍ ଓ୍ବାର୍ଲଡ ଓ୍ବାଟର ପାର୍କର ଅଧ୍ୟକ୍ଷ ନାରାୟଣ ପାତ୍ର ଏ ନେଇ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି । ଆସନ୍ତା ଅକ୍ଟୋବର ୨୦ ରୁ ୨୪ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟହ ଦିନ ୩ ଟାରୁ ୬ ଟା ପର୍ଯ୍ୟନ୍ତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଥିରେ […]