ଓଡିଶା

ରୂପାର ହାତୀ ରଖିଥିଲେ ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର । ସମ୍ପତ୍ତି ଦେଖି ତାଜୁବ ଭିଜିଲାନ୍ସ ଟିମ୍

ନୟାଗଡ : କୁବେର ସମ୍ପତ୍ତିର ମାଲିକ ପୂର୍ବତନ ଯୋଗାଣ ଅଧିକାରୀ । ନୟାଗଡର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ନାୟକଙ୍କ ସମ୍ପତ୍ତି ଦେଖି ତାଜୁବ ଭିଜିଲାନ୍ସ ଅଧିକାରୀ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । ଚଢ଼ାଉ ବେଳେ ତାଙ୍କର ଅମାପ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି । ରାଜା ଭଳି […]