ଜାତୀୟ ଶିକ୍ଷାନୀତି ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ…
ଗଜପତି, ୧୯/୧୧ (ବିବେକାନନ୍ଦ ବେହେରା): ଗଜପତି ଜିଲ୍ଲା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଜାତୀୟ ଶିକ୍ଷାନୀତି (NEP- 2020)ରେ ପ୍ରସ୍ତାବିତ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ (FOUNDATIONAL LITERACY AND NUMERACY) ସମ୍ବନ୍ଧୀୟ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ଚିକିତ୍ସାଳୟର ଚକ୍ଷୁ ସହଯୋଗୀ ଜନ୍ମେଜୟ ସାହୁ, ସମ୍ମାନିତ ଅତିଥି ରୂପେ ପାରଳାଖେମୁଣ୍ଡି ସଂକୁଳ ପ୍ରମୁଖ ରାଜେନ୍ଦ୍ର ପଢିଆରୀ, ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟା […]