ଶପଥ ନେଲେ ନୂଆ ମନ୍ତ୍ରୀ । ଟାର୍ଗେଟରେ ମୟୂରଭଞ୍ଜ, ଗଞ୍ଜାମ ଓ ସୁନ୍ଦରଗଡ଼
ଆଜି ଶପଥ ନେଇଛନ୍ତି ତିନି ନୂଆ ମନ୍ତ୍ରୀ । ରାଜ୍ୟରେ ଖାଲି ପଡ଼ିଥିବା ମନ୍ତ୍ରୀ ପଦକୁ ନେଇ ଗତ କିଛି ଦିନ ଧରି ଲାଗି ରହିଥିବା ଚର୍ଚ୍ଚାରେ ଆଜି ପୂର୍ଣ୍ଣଛେଦ ପଡିଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ୩ ବିଧାୟକ କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶ ଲାଲ ଏହି ମନ୍ତ୍ରୀମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ବିକ୍ରମ କେଶରୀ […]