ନବୀନଙ୍କ ନୂଆ ମନ୍ତ୍ରୀ ମଣ୍ଡଳରେ ବିଦା ହେଲେ ୧୦, ସ୍ଥାନ ପାଇଲେ ନୂଆ ୭
ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଆଜି ମୋଟ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ସେମାନଙ୍କ ମଧ୍ୟରେ ୧୩ ଜଣ କ୍ୟାବିନେଟ୍ ମନ୍ତ୍ରୀ ଥିବା ବେଳେ ୮ ଜଣ ରାଷ୍ଟ୍ରମନ୍ତ୍ରୀ ଅଛନ୍ତି । ଲୋକସେବା ଭବନର କନ୍ଭେନ୍ସନ୍ ସେଣ୍ଟରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଶପଥ ଗ୍ରହଣ କରିଥିବା କ୍ୟାବିନେଟ୍ ମନ୍ତ୍ରୀମାନେ ହେଲେ- ଜଗନ୍ନାଥ ସାରକା, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, […]