ଓଡିଶା ଦେଶ ବିଦେଶ

ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଆସନ୍ତକାଲି ଓଡିଶାର ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ଶ୍ରୀଜିଉଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି ରଘୁବର ଦାସ ।  ଆଜି ଟାଟାନଗରରୁ ପୁରୁଷୋତ୍ତମପୁର ଏକ୍ସପ୍ରେସରେ ଆସି ଭୋରରେ ପୁରୀ ପହଞ୍ଚିଥିଲେ ରଘୁବର ଦାସ । ପୁରୀ ରେଳ ଷ୍ଟେସନରେ ପହଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ଜିଲ୍ଲା ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ […]