ଗରିବ ଶିଶୁଙ୍କ ଶିକ୍ଷା ଦିଗରେ ଗୁରୁତ୍ବବହନ କରିବ ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ…
ଫାଉଣ୍ଡେସନ୍ ପକ୍ଷରୁ ଦ୍ଵିତୀୟ ‘ଓଡିଶା ଆଚିଭର୍ସ ଆୱାର୍ଡ ୨୦୨୪’ ଅନୁଷ୍ଠିତ ଭୁବନେଶ୍ବର, (ଏଫ୍ଟୁଏସ୍) : ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ଦ୍ୱାରା ଆୟୋଜିତ ଦ୍ଵିତୀୟ ଆଚିଭର୍ସ ଆୱାର୍ଡ ଉତ୍ସବ ସ୍ଥାନୀୟ ପଦ୍ମଜା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି l ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଓଡିଶାର ୩୦ ଜଣ ପ୍ରତିଭାଧାରୀଙ୍କୁ ସମ୍ମାନିତ କରିବା ପାଇଁ ନିର୍ବାଣ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ‘ଓଡିଶା ଆଚିଭର୍ସ ୨୦୨୪’ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । ଏହା ପୂର୍ବରୁ ରାଜ୍ୟର ବିଶିଷ୍ଟ ଶିଳ୍ପପତି ତଥା […]