୬ ବର୍ଷର ପୁତ୍ର ଏବଂ ତିନି ମାସର କନ୍ୟା ସନ୍ତାନକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ଦୁଇ ଦମ୍ପତ୍ତି…
ଗଜପତି : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୪୧ ଓ ୪୨ତମ ଶିଶୁଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ପଶ୍ଚିମବଙ୍ଗ ଏବଂ ଉତ୍ତରପ୍ରଦେଶର ଦୁଇଟି ପୃଥକ ପୃଥକ ଦମ୍ପତ୍ତି । ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ତତ୍ବାବଧାନରେ ଏହି ଦମ୍ପତ୍ତିଙ୍କୁ ଶିଶୁଙ୍କୁ ହସ୍ତାନ୍ତର କରାଯାଇଛି । ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର “Nissan Shalom”, ପାରଳାଖେମୁଣ୍ଡିର ଆଡପସନ୍ ଲାଗି କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା […]