ଶ୍ରୀକ୍ଷେତ୍ର ଧାମକୁ ନେଇ ବଡ ଘୋଷଣା । ରାଜ୍ୟରେ ସୁଗମ ହେବ ଗମନାଗମନ ବ୍ୟବସ୍ଥା…
ଶ୍ରୀକ୍ଷେତ୍ର ଧାମକୁ ନେଇ ବଡ ଘୋଷଣା । କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ନୀତିନ ଗଡକରୀଙ୍କୁ ଭେଟିବା ପରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶ୍ରଦ୍ଧାଳୁଙ୍କ ଗମନା ଗମନାକୁ ସୁଗମ କରିବା ପାଇଁ ୪ ଲେନ୍ ବିଶିଷ୍ଟ ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥକୁ ୬ ଲେନ୍ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏଥିସହ ରାସ୍ତାର ଦୁଇ ପାର୍ଶ୍ୱରେ ସର୍ଭିସ୍ ରୋଡ୍ ତିଆରି ହେବ । ଏଥିପାଇଁ ଖର୍ଚ୍ଚ ହେବ ୧୮ ଶହ କୋଟି ଟଙ୍କା । ସେହିପରି […]