ଉତ୍ସବମୁଖର ପଶ୍ଚିମ ଓଡିଶା…
ନୂଆଖାଇ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଇଙ୍କ ପାଖରେ ନିର୍ଦ୍ଧାରିତ ସମୟ ସକାଳ ୯ଟା୧୨ରୁ ୯ଟା୨୭ ମଧ୍ୟରେ ନବାନ୍ନ ଲାଗି ହୋଇଛି । ସେହିପରି ବଲାଙ୍ଗିରର ମାଆ ପାଟଣେଶ୍ୱରୀଙ୍କ ନିକଟରେ ମଧ୍ୟ ନିର୍ଦ୍ଧାରିତ ସମୟରେ ଲାଗି ହୋଇଛି ନବାନ୍ନ । ଏହି ସମୟରେ ଢୋଲ, ଘଣ୍ଟଘଣ୍ଟା ଧ୍ବନିରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଏଥିଲାଗି ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର ହୋଇଛି । ଏହାସହ ବଲାଙ୍ଗୀର, ବରଗଡ଼, ସୁନ୍ଦରଗଡ଼, ସାରଂଗଡ଼ରେ ମାଆ ସମଲେଶ୍ବରୀ, ସୋନପୁରରେ ମାଆ […]