ଓଡିଶା

ବିଭିନ୍ନ ଦାବି ନେଇ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଘେରିଲା ଆଦିବାସୀ କଲ୍ୟାଣ ସଂଘ…

ନୂଆପଡା, ୧୯/୧୧ (କୀର୍ତ୍ତି ଚନ୍ଦ୍ର ନାଗ) : ନୂଆପଡା ଜିଲ୍ଲା ଶିକ୍ଷା ବିଭାଗର ବିଭିନ୍ନ ସମସ୍ୟା ନେଇ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଘେରାଉ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ କୌଣସି କାର୍ଯ୍ୟରେ ଅନ୍ୟତ୍ର ଯାଇଥିବାରୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ସୁଧାଂଶୁ ଶେଖର ମିଶ୍ରଙ୍କୁ ଏ ନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ନୂଆପଡା ସଭାପତି ଭାନୁ ପ୍ରତାପ ସିଂ ମାଝିଙ୍କ […]