ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ -୨୦୨୪ ଅନୁଷ୍ଠିତ…
ଗଜପତି : ଗଜପତି ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଆନୁକୁଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ -୨୦୨୪ ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାରିଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ଡାକ୍ତର ମୁର୍ମୁ, ମୁଖ୍ୟ ବକ୍ତା ଶିକ୍ଷାବିତ୍ ବିଚିତ୍ରାନନ୍ଦ ବେବର୍ତା, ବିଶିଷ୍ଟ ଅତିଥି ଆଚାର୍ଯ୍ୟ ବିନୋଦ ଚନ୍ଦ୍ର ଜେନା କର୍ମଶାଳାରେ ଯୋଗ ଦେଇ ସାଂପ୍ରତିକ ସମୟର ଓଡ଼ିଆ ଭାଷା ଓ ସାହିତ୍ୟ ସର୍ଜନା ସ୍ୱୀକୃତି ସମ୍ମାନ ସମ୍ପର୍କରେ ଆଲୋଚନା […]