ବିଜୁ ଯୁବବାହିନୀଙ୍କୁ ଗୁରୁମନ୍ତ୍ର ପ୍ରଦାନ କଲେ ବରିଷ୍ଠ ନେତା…
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସ୍ଥାନୀୟ ଶାରଦା ମଣ୍ଡପରେ ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜୁ ଯୁବ ଜନତା ଦଳର ସଭାପତି ସୌମ୍ୟଜିତ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକାରିଣୀ ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ, ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, […]