ଶୃଙ୍ଖଳିତ ଭାବେ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ଅନୁରୋଧ
ହିନ୍ଦୋଳ : ଆସନ୍ତା ଏପ୍ରିଲ ମାସ ୩ ତାରିଖରେ ଅନୁଷ୍ଠିତ ହେବ ହିନ୍ଦୋଳ ଏନ୍ଏସି ନିର୍ବାଚନ । ନିର୍ବାଚନକୁ ନିରପେକ୍ଷ ଓ ଶୃଙ୍ଖଳିତ କରିବା ପାଇଁ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଟାଉନ ହଲରେ ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ରାଜନୈତିକ ଦଳ, ବିଭିନ୍ନ ୱାର୍ଡରେ ପ୍ରତିଦ୍ବନ୍ଦିତା କରୁଥିବା ପ୍ରାର୍ଥି/ପ୍ରାର୍ଥିନୀଙ୍କ ସହିତ ପୋଲିସ ପ୍ରଶାସନ ଓ ଜିଲ୍ଲା ପ୍ରଶାସନର ସଦସ୍ୟ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ । ଏହି […]