ଓଡିଶା

ବିଶ୍ୱ ତମାଖୁ ବର୍ଜନ ପକ୍ଷରେ ଉତ୍ତମ ପ୍ରଦର୍ଶନ କରି ଓଡିଶା ପାଇଲା ୨ୟ ସ୍ଥାନ…

ଭୁବନେଶ୍ୱର, (ଏଫ୍ଟୁଏସ୍) : ବିଶ୍ୱ ତମାଖୁ ବର୍ଜନ ଦିବସ -୨୦୨୪ ଉପଲକ୍ଷେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଉତ୍ତମ ପ୍ରଦର୍ଶନକରୀ ଓଡିଶା ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରି ସମ୍ମାନିତ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧିନସ୍ଥ ମୌଲାନା ଆଜାଦ ଇନଷ୍ଟିଚ୍ୟୁଟ୍ ଅଫ୍ ଡେଣ୍ଟାଲ ସାଇନ୍ସର ମୁଖ୍ୟ ସ୍ୱାସ୍ଥ୍ୟ ଏବଂ ତମାଖୁ ବର୍ଜନ ଜାତୀୟ ସମ୍ବଳ କେନ୍ଦ୍ର ଦ୍ୱାରା ତମାଖୁ ବର୍ଜନ ସମ୍ପର୍କିତ ବିଭିନ୍ନ ପଦକ୍ଷେପର ସବିଶେଷ ମୂଲ୍ୟାଙ୍କନ କରାଯାଇ ଓଡିଶାକୁ ଏହି ସମ୍ମାନ […]