ଓଡିଶା

ଧାରଣାରେ ଶିକ୍ଷକ…

ଗଜପତି : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡରେସନ ପକ୍ଷରୁ ଗୋଷାଣୀ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକମାନେ ଧାରଣା ଦେଇଛନ୍ତି । ରାଜ୍ୟ ସଙ୍ଘ ଓ ଜିଲ୍ଲା ସଙ୍ଘର ନିର୍ଦ୍ଦେଶ କ୍ରମେ ତିନି ଦଫା ଦାବି ନେଇ ବ୍ଳକରେ ଧାରଣା ଦେଇଛନ୍ତି ଶତାଧିତ ଶିକ୍ଷକ-ଶିକ୍ଷୟତ୍ରୀ । ଚୁକ୍ତି ଭିତ୍ତିକ ପ୍ରଥା ଉଚ୍ଛେଦ, ଜାତୀୟ ହାରରେ ଦରମା ପ୍ରଦାନ ଏବଂ ନୂତନ ପେନସନ ଯୋଜନା ଉଚ୍ଛେଦ […]

ଓଡିଶା

ତେଜୁଛି ଶିକ୍ଷକ ଆନ୍ଦୋଳନ । ଏପଟେ ସରକାରଙ୍କ ନିର୍ଦ୍ଦେଶ କାର୍ଯ୍ୟରେ ଯୋଗ ଦିଅ …

ଜଗତସିଂହପୁର : ଗୋଟେପଟେ ରାଜ୍ୟବ୍ୟାପୀ ଶିକ୍ଷକମାନେ ସମୂହ ଛୁଟିରେ ରହି ନିଜର ନ୍ୟାର୍ଯ ଦାବି ପାଇଁ ଲଢେଇ ଜାରି ରଖିଥିବାବେଳେ ଅପରପକ୍ଷେ ଆନ୍ଦୋଳନକୁ ପରିତ୍ୟାଗ କରି କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେସନ ଜଗତସିଂହପୁର ଜିଲ୍ଲା ଶାଖା ପକ୍ଷରୁ ୩ ଦଫା ଦାବି ନେଇ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗତ ୮ ତାରିଖରୁ ଧାରଣା ଦେଇଛନ୍ତି ଶିକ୍ଷକ-ଶିକ୍ଷୟତ୍ରୀ । କେନ୍ଦ୍ରୀୟ ହାରରେ ଦରମା ପ୍ରଦାନ, […]