ଓଡିଶା ଦେଶ ବିଦେଶ

ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର

ବ୍ୟୁରୋ ରିପୋର୍ଟ : ଓଡ଼ିଶା ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ଏସ୍.ମୁରଲୀଧରଙ୍କ ଅବସର ପରେ ଜଷ୍ଟିସ ଶୁଭାଶିଷ ତାଳପତ୍ର ନୂଆ ଦାୟିତ୍ୱ ଗ୍ରହଣ କରିଛନ୍ତି । ଗତ ମାସ ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ରଙ୍କ ନାଁ ସୁପାରିଶ କରିଥିଲେ ସୁପ୍ରିମକୋର୍ଟ କଲିଜିୟମ୍ […]

ଓଡିଶା

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ୨ ବିଚାରପତି । ଏବେ ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୨୨କୁ ବୃଦ୍ଧି…

ଓଡିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ ଶୁଭାଶିଷ ତାଳପତ୍ର ଏବଂ ଆଇନଜୀବୀ ସଞ୍ଜୟ କୁମାର ମିଶ୍ର ଶୁକ୍ରବାର ଶପଥ ନେଇଛନ୍ତି । ପୁରୁଣା ହାଇକୋର୍ଟ କନଫରେନ୍ସ ହଲରେ ଶପଥ ଗ୍ରହଣ ଉତ୍ସବ ହୋଇଯାଇଛି । ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ଉଭୟଙ୍କୁ ଶପଥ ପାଠ କରାଇଛନ୍ତି । ଜଷ୍ଟିସ ଶୁଭାଶିଷ ତାଳପତ୍ର ତ୍ରିପୁରା ହାଇକୋର୍ଟରୁ ବଦଳି ହୋଇ ଆସିଥିବା ବେଳେ ଆଇନଜୀବୀ ସଞ୍ଜୟ କୁମାର ମିଶ୍ରଙ୍କୁ ନୂତନ ବିଚାରପତି ଭାବେ ନିଯୁକ୍ତି ମିଳିଛି । ଶପଥ […]