ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହନ୍ତଙ୍କ ସ୍ଥାନ ନେବ କିଏ ?
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧାନସଭା ସଚିବାଳୟ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ସମେତ ମୋଟ୍ ୯ ଟି ରାଜ୍ୟର ୧୨ ଟି ଆସନରେ ହେବ ଉପନିର୍ବାଚନ । ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ । ୨୨ ତାରିଖରେ ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ । ୨୭ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର […]